ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଗିରଫ ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋଲାଲ୍ଡ ଟ୍ରମ୍ଫ ଜାମିନ୍ରେ ଆସିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ୨୦୨୦ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ବଦଳାଇବାକୁ ଷଡ଼ଯନ୍ତ୍ର କରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିଲା । ଜର୍ଜିଆ ଷ୍ଟେଟର ଆଟଲାଣ୍ଟା ଜେଲରେ ତାଙ୍କୁ ହାଜର କରାଯିବା ପରେ ୨ ଲକ୍ଷ ଡଲାର ବଣ୍ଡରେ ଟ୍ରମ୍ଫଙ୍କୁ ଜାମିନରେ ଛଡ଼ାଯାଇଥିବା ଜଣାଯାଇଛି ।






More Stories
ହାଇକୋର୍ଟ ଯିବେ ବିଜୟ!୧୧୮ ବିଧାୟକଙ୍କୁ ଆଣ……
ବିହାରରେ କ୍ୟାବିନେଟ୍ ସମ୍ପ୍ରସାରଣ…..
ଟିଏମସି ନେତାଙ୍କୁ ବିଜେପି ମନା…..