ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଭିଜିଲାନ୍ସ କୋର୍ଟରେ ହାଜର ପରେ ଜେଲ ଯିବେ ରାୟଗଡା DFO । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସ୍କାନରକୁ ଆସିଥିଲେ DFO ବିଜୟ ପରିଡା । ଅନେକ ସ୍ଥାବର ଅସ୍ଥାବର ସମ୍ପତ୍ତି ଜବତ କରିଥିଲା ଭିଜିଲାନ୍ସ । ଯାହା ଆକଳନ କରାଯାଉଛି ଜବତ ସମ୍ପତ୍ତିର ମୂଲ୍ୟ ୬ କୋଟି ଟପିପାରେ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସ୍ଵତନ୍ତ୍ର ଭିଜିଲାନ୍ସ ଟିମ୍ ରାୟଗଡ଼ା ବନଖଣ୍ଡ ଅଧିକାରୀ(ଡିଏଫଓ) ବିଜୟ କୁମାର ପରିଡ଼ାଙ୍କ ସରକାରୀ ବାସଭବନ ସମେତ ରାଜ୍ୟର ଅନ୍ୟ ସ୍ଥାନମାନଙ୍କରେ ମଧ୍ୟ ଚଢ଼ାଉ କରିଥିଲା। ଭିଜିଲାନ୍ସ ଡିଏସପି ସନ୍ଧ୍ୟା ରାଣୀ ସାହୁଙ୍କ ନେତୃତ୍ୱରେ ଭିଜିଲାନ୍ସ ତରଫରୁ ୫ ଜଣିଆ ଟିମ୍ ଚଢାଉ ଜାରି ରଖିିଥିଲେ ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..