ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମୁମ୍ବଇ ସାନ୍ତାକ୍ରୁଜ୍ର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିସମ ବାହିନୀ ପହଂଚି ନିଆଁକୁ ଆୟତକରିଛି | ପୋଲିସର ସୂଚନାନୁସାରେ, ସାନ୍ତାକ୍ରୁଜ ସ୍ଥିତ ଗାଲାକ୍ସି ହୋଟେଲରେ ନିଆଁ ଲାଗିଛି। ଲୋକଙ୍କୁ ନିରାପଦରେ ସ୍ଥାନାନ୍ତର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….