ବଡ଼ ଖବର ରାଜ୍ୟ ବିଧାନସଭାର ମୌସୁମୀ ଅଧିବେଶନ….. Report Card Bureau August 31, 2023 ରିପୋର୍ଟ କାର୍ଡ/ ଭୁବନେଶ୍ବର ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ୨୨ରୁ ବିଧାନସଭା ଆରମ୍ଭ ହୋଇ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଅଧିବେଶନ ଚାଲିବ। ଏହାସହ ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବାର କାର୍ଯ୍ୟକ୍ରମ ରହିଛି।Post navigationPrevious ଆଜି ଉତ୍କେଲାରୁ ଉଡ଼ିବ ବିମାନ…..Next କଏଦୀଙ୍କ ଦେହରେ ଲାଗିବ ଜିପିଏସ୍……Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories 1 min read ଦେଶ ବିଦେଶ ବଡ଼ ଖବର ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ…… June 26, 2026 Report Card Bureau ରାଜ୍ୟ ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ…… June 26, 2026 Report Card Bureau ଆମ ସହର ରାଜ୍ୟ ରାଜଧାନୀରେ ଜଳିଗଲା କାର….. June 26, 2026 Report Card Bureau
More Stories
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..