ରିପୋର୍ଟ କାର୍ଡ/ ଭୁବନେଶ୍ବର
ଆସନ୍ତା ୨୧ ତାରିଖରେ ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି। ଏଥିଲାଗି ୧୮ ତାରିଖରେ ପ୍ରାର୍ଥୀପତ୍ର ଦାଖଲ ହେବ। ବିକ୍ରମ କେଶରୀ ଆରୁଖଙ୍କ ଇସ୍ତଫା ପରେ ଖାଲିପଡ଼ିଛି ବାଚସ୍ପତି ପଦ। ସୂଚନାଯୋଗ୍ୟ, ଗତ ମେ ମାସରେ ସମସ୍ତଙ୍କୁ ଚକିତ କରି ଆଜି ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ବିକ୍ରମ କେଶରୀ ଆରୁଖ। ବ୍ୟକ୍ତିଗତ କାରଣ ପାଇଁ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ| ମାତ୍ର ବର୍ଷକ ପାଇଁ ଏହି ପଦରେ ରହିବା ପରେ ସେ ନିଜର ଇସ୍ତଫା ପତ୍ର ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ପାଖକୁ ପଠାଇଥିଲେ।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..