ରିପୋର୍ଟ କାର୍ଡ / ଭୁବନେଶ୍ବର
ଏସଟିଏଫ ଜାଲରେ ଜାଲ ନୋଟ୍ ରାକେଟ୍। ସୋନପୁରରୁ ୪୦ ଲକ୍ଷ ଟଙ୍କାର ଜାଲ ନୋଟ୍ ଜବତ କରିଛି ଏସଟିଏଫ । ଏସଟିଏଫ ଟିମ୍ ଜାଲ ନୋଟ୍ ପ୍ରସ୍ତୁତ ସରଞ୍ଜାମ ସହ ୩ଜଣଙ୍କୁ ଗିରଫ କରିଥିବା ଜଣାଯାଇଛି। ରାଜ୍ୟ ବାହାରକୁ ଏହି ରାକେଟର ଚେର ଲମ୍ବିଥିବା ଅନୁମାନ କରାଯାଉଛି। ଯାହାକୁ ନେଇ ଏସଟିଏଫ ଅଧିକ ଖୋଳତାଡ଼ କରୁଛି। ଗିରଫ ବ୍ୟକ୍ତିକୁ ପଚରାଉଚରା କରି ଏସଟିଏଫ ଅଧିକ ତଥ୍ୟ ଆଦାୟ କରୁଥିବା ଜଣାଯାଇଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..