Report Card Odisha

| Daily Odia News

ଶପଥ ଗ୍ରହଣ ନେଲେ ଦୁଇ ନୂତନ ବିଚାରପତି…..

ରିପୋର୍ଟ କାର୍ଡ / କଟକ

ଓଡ଼ିଶା ହାଇକୋର୍ଟର ଦୁଇ ନୂତନ ବିଚାରପତି ଶପଥ ଗ୍ରହଣ କରିଛନ୍ତି | ମୁଖ୍ୟ ବିଚାରପତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଆଜି ଶିବଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ଶପଥପାଠ କରାଇଛନ୍ତି। ଦୁଇ ନୂଆ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କ ସମେତ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି।

Breaking News