ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୬ ରାଜ୍ୟର ୭ ବିଧାନସଭା ଆସନରେ ଆଜି ଉପନିର୍ବାଚନ ହେଉଛି । ପ୍ରଥମ ଥର ପାଇଁ ୪ ରାଜ୍ୟରେ ବିଜେପି ଏବଂ ବିରୋଧୀ ଇଣ୍ଡିଆ ମେଣ୍ଟ ମଧ୍ୟରେ ଲଢ଼େଇ ହେବ। ବିରୋଧୀ ଇଣ୍ଡିଆ ମେଣ୍ଟ ଉତ୍ତରପ୍ରଦେଶର ଘୋଷି ନିର୍ବାଚନ ମଣ୍ଡଳୀ, ଝାଡ଼ଖଣ୍ଡର ଡୁମରି, ତ୍ରିପୁରାର ଧାନପୁର ଏବଂ ବକ୍ସନଗର, ଉତ୍ତରାଖଣ୍ଡର ବାଗେଶ୍ବରରେ ଏକାଠି ନିର୍ବାଚନ ଲଢ଼ୁଛନ୍ତି। ଅନ୍ୟପକ୍ଷେ ପଶ୍ଚିମବଙ୍ଗର ଧୁପଗୁଡ଼ି ଏବଂ କେରଳର ପୁଥୁପ୍ପଲ୍ଲିରେ ଇଣ୍ଡିଆ ମେଣ୍ଟର ସଦସ୍ୟମାନେ ପରସ୍ପର ବିରୋଧରେ ଲଢ଼ିବେ। ୮ ତାରିଖରେ ନିର୍ବାଚନ ଫଳ ପ୍ରକାଶ ପାଇବ।






More Stories
ନଦୀରେ ଓଲଟିଲା ଡଙ୍ଗା…..
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..