ରିପୋର୍ଟ କାର୍ଡ / କଟକ
କଟକ ଜିଲ୍ଲା ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲାରେ ନିଲମ୍ବିତ ବିଜେଡି ନେତା ଶରତ ନାୟକଙ୍କୁ ଜାମିନ ମିଳିଛି | ଆଜି ଶରତ ନାୟକଙ୍କୁ ହାଇକୋର୍ଟ ଜାମିନ୍ ମଂଜୁର କରିଛନ୍ତି । ଏହି ମାମଲାକୁ ରଫାଦଫା କରିବା ନେଇ ଶରତ ନାୟକଙ୍କର ଏକ ଅଡିଓ ଭାଇରାଲ ହେବା ପରେ ପୋଲିସ ତାଙ୍କୁ ଗିରଫ କରିଥିଲା।
More Stories
ଶରିଫ ଉସମାନଙ୍କ ହତ୍ୟା ପଛରେ ୟୁନୁସଙ୍କ ହାତ ଅଭିଯୋଗ……
ବଳାତ୍କାରୀଙ୍କୁ ଜାମିନ,ପୀଡ଼ିତାଙ୍କ ସହ ଅପରାଧୀ ଭଳି ବ୍ୟବହାର…..
ସାନ୍ତାଳୀ ଭାଷାରେ ସମ୍ବିଧାନ ପ୍ରକାଶ…..