ରିପୋର୍ଟ କାର୍ଡ / ଭୁବନେଶ୍ୱର
କଂଗ୍ରେସରୁ ଲଢିବେନି କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପୁଅ । ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ କଂଗ୍ରେସ ଟିକେଟରୁ ଲଢିବେନି ବୋଲି ସୂଚନା ରହିଛି । ସେ କେଉଁ ଦଳରୁ ଲଢିବେ, ଅକ୍ଟୋବରରେ ଘୋଷଣା କରିବେ । ଜଟଣୀବାସୀ ଓ କର୍ମୀଙ୍କ ମତାମତକୁ ନେଇ ନିଷ୍ପତ୍ତି ନେଇଥିବା କହିଲେ । ଏନେଇ ବାପାଙ୍କ ସହ ମଧ୍ୟ ଆଲୋଚନା କରିଥିବା କହିଛନ୍ତି ମନ୍ମଥ ରାଉତରାୟ ।






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..