ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖାଇଥିବା ଛାତ୍ରଛାତ୍ରୀ ନିଜ କଲେଜ ବଦଳାଇପାରିବେ। ଉଚ୍ଚ ଶିକ୍ଷା ବିଭାଗ ସୂଚନାନୁସାରେ, ଯେଉଁ ଛାତ୍ରଛାତ୍ରୀ ଯୁକ୍ତ୩ ପ୍ରଥମ ବର୍ଷରେ ନାମ ଲେଖାଇ ସାରିଛନ୍ତି ଏବଂ ଦ୍ୱିତୀୟ ପର୍ଯ୍ୟାୟରେ କଲେଜ ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି, ସେମାନେ ସାମ୍ସ ଫିଡ୍ବ୍ୟାକ୍ ଫର୍ମ ପୂରଣ କରି କଲେଜ ବଦଳାଇପାରିବେ।
ଯୁକ୍ତ୩ ପ୍ରଥମ ପର୍ଯ୍ୟାୟ ନାମଲେଖାରେ ସିଟ୍ ପୂରଣ ନ ହେବାରୁ ଉଚ୍ଚଶିକ୍ଷା ବିଭାଗ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ କରିଛନ୍ତି।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..