ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଫ୍ରିକୀୟ ଦେଶ ମରକ୍କୋରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ମିଳିଥିବା ସରକାରୀ ରିପୋର୍ଟ ଅନୁସାରେ ୨୯୬ ଜଣଙ୍କ ମୃତ୍ୟୁ ଘଟିଛି । ଭୂକମ୍ପରେ ବଡ଼ ବଡ଼ କୋଠା ଥରିବା ସହ ତାସର ଘର ପରି ଭୁଶୁଡ଼ି ପଡିଛି । ଭୟରେ ଲୋକେ ଭୟରେ ଘରୁ ବାହାରି ରାସ୍ତା ଉପରକୁ ପଳାଇ ଆସିଥିଲେ। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୮ ରେକର୍ଡ କରାଯାଇଛି। ତେବେ ଭୂକମ୍ପର ଭୟାବହତାକୁ ଦେଖିଲେ ଲାଗୁଛି କି ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇପରେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାରେ ଗଭରୀ ଦୁଃଖ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆରୋଗ୍ୟ କାମନା କରିଛନ୍ତି ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ମମତାଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି…..
ଇରାନ ଉପରେ ଆକ୍ରମଣ…..