ରିପୋର୍ଟ କାର୍ଡ / ଭୁବନେଶ୍ବର
ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ। ଏହାପୂର୍ବରୁ ସେପ୍ଟେମ୍ବର ୨୧ରେ ବାଚସ୍ପତି ନିର୍ବାଚନ ହେବ। ଏଥିପାଇଁ ଆସନ୍ତା ୧୮ତାରିଖରେ ନାମାଙ୍କନପତ୍ର ଦାଖଲ ହେବ। ହେଲେ ବିଜେଡିର ଆଲୋଚନା ହେଉଛି କି ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ବାଚସ୍ପତି କରାଯାଇପାରେ। ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ମହିଳା କାର୍ଡ ଖେଳିବାକୁ ଚାହୁଁଥିବାରୁ ସ୍ନେହାଙ୍ଗିନୀଙ୍କୁ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି କରିବାକୁ ଆପାତତଃ ଯୋଜନା ଚାଲିଥିବା ସୂଚନା ମିଳୁଛି।






More Stories
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..
ଗ୍ୟାସ୍ କିଣିପାରିବେ ଶ୍ରମିକ, ବିଦ୍ୟାର୍ଥୀ…..