ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଡେଙ୍ଗୁରେ ଆକ୍ରାନ୍ତ ହୋଇଛନ୍ତି । ଡେଙ୍ଗୁରେ ପୀଡ଼ିତ ହୋଇ ମୁଖ୍ୟ ସଚିବ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶଙ୍କ ପକ୍ଷରୁ ସୂଚନା ମିଳିଛି।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..