ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ। ଏହାସହ ବୈଠକରେ ବିଭିନ୍ନ ପ୍ରସ୍ତାବ ଉପରେ ମୋହର ବାଜିପାରେ ।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..