ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ଆଜି ବସିବ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ଏହି ବୈଠକ ଅନୁଷ୍ଠିତ ହେବ । ବୈଠକରେ ଅତିରିକ୍ତ ବଜେଟର ଚିଠା ପ୍ରସ୍ତାବକୁ ମିଳିବ ଅନୁମୋଦନ । ପ୍ରାୟ ୨୫ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଚିଠା ପ୍ରସ୍ତାବ ଉପସ୍ଥାପନା ହୋଇପାରେ ।
ମନ୍ତ୍ରୀ ପରିଷଦର ଅନୁମୋଦନ ପରେ ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ବିଧାନସଭା ମୌସୁମୀ ଅଧିବେଶନରେ ଅତିରିକ୍ତ ବଜେଟ୍ ଆଗତ ହେବ ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……