ରିପୋର୍ଟ କାର୍ଡ / ସମ୍ବଲପୁର
ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଶନିବାର ଖୋଲାଯାଇଛି। ଏବେ ମୋଟ୍ ୨୬ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ କରାଯାଉଛି। ବାମପଟୁ ୧୬ ଓ ଦକ୍ଷିଣ ପଟୁ ୧୦ଟି ଗେଟ୍ ଖୋଲାଯାଇଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଗେଟ୍ ଖୋଲାଯାଇଛି। ବାମ ପଟରୁ ୧୬ଟି ଗେଟ୍ ଖୋଲା ଯାଇଥିବା ବେଳେ ଦକ୍ଷିଣ ପଟରୁ ୧୦ଟି ଗେଟ୍ ଖୋଲାଯାଇଛି।
More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..