ରିପୋର୍ଟ କାର୍ଡ / କଟକ
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପରାହ୍ଣରେ କଟକ ଖାନନଗରଠାରେ ନବନିର୍ମିତ ଅତ୍ୟାଧୁନିକ ନେତାଜୀ ବସ୍ ଟର୍ମିନାଲ କୁ ଲୋକାର୍ପଣ କରିଛନ୍ତି । ୯୦ କୋଟି ଟଙ୍କା ବ୍ୟୟରେ ଏହି ଅତ୍ୟାଧୁନିକ ବସ ଟର୍ମିନାଲ ନିର୍ମିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସାଂସଦ ଭର୍ତ୍ତୃହରି ମହତାବ, ବିଧାୟକ ସୌଭିକ ବିଶ୍ବାଳ ଓ ଚନ୍ଦ୍ର ସାରଥୀ ବେହେରା ପ୍ରମୁଖ ଯୋଗ ଦେଇଥିଲେ। କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ, ସିଏମସି ମେୟର ସୁବାସ ସିଂହ, ସିଡିଏ ଅଧ୍ୟକ୍ଷ ଅନୀଲ ସାମଲ ଏବଂ ୫-ଟି ସଚିବ ଭି କେ ପାଣ୍ଡିୟାନ ପ୍ରମୁଖ ଯୋଗ ଦେଇଥିଲେ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……