ରିପୋର୍ଟ କାର୍ଡ / ତିଗିରିଆ
ଟ୍ରକ୍ ଓ କାର୍ ମୁହାଁମୁହିଁ ଧକ୍କାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। କଟକ ଜିଲ୍ଲା ତିଗିରିଆ ଥାନା ନୂଆସଡ଼କ ଛକରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୁରୁତର ଆହତଙ୍କୁ କଟକ ସ୍ଥାନାନ୍ତର କରାଯାଇଛି | ଘଟଣା ସ୍ଥଳରେ ୪ ଜଣଙ୍କର ମୃତ୍ୟୁନେଇ ଜଣାପଡିଛି |
More Stories
ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ମୁହଁ ଖୋଲିଲେ ଡିଜିପି…..
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..