ରିପୋର୍ଟ କାର୍ଡ / କଟକ
ଗଣେଶ ପୂଜାରେ ବିଡ଼ାନାସୀ ନୂଆସାହିରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଗୋଟିଏ ଗୋଷ୍ଠୀର ଜଣଙ୍କ ପେଟରେ ବୋତଲ ଭୁସିଦେଛନ୍ତି ଅପରଗୋଷ୍ଠୀ। ଉଭୟ ଗୋଷ୍ଠୀର ଜଣେ ଲେଖାଏଁ ଗୁରୁତର ଆହତ ହୋଇଥିବାବେଳେ ସେମାନଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ବିଡ଼ାନାସୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
More Stories
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….