ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡିରୁ ବହିଷ୍କୃତ ହେଲେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ତାଙ୍କୁ ବହିଷ୍କାର କରାଯାଇଛି। ଜନ ବିରୋଧୀ କାର୍ଯ୍ୟ ପାଇଁ ଦଳ ରୁ ବହିଷ୍କାର କରାଯାଇଥିବା ନେଇ ନିଜେ ବିଜେଡି ସୁପ୍ରିମ ନବୀନ ପଟ୍ଟନାୟକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି | ସେପ୍ଟେମ୍ବର ୧୨ ତାରିଖରେ ସୌମ୍ୟଙ୍କୁ଼ ବିଜେଡି ଦଳର ଉପସଭାପତି ପଦରୁ ବହିଷ୍କାର କରାଯାଇଥିଲା। ସେହିପରି ବାଲେଶ୍ଵର ରେମୁଣା ବିଧାୟକ ସୁଧାଂଶୁ ପରିଡାଙ୍କୁ ମଧ୍ୟ ଦଳରୁ ବହିଷ୍କାର କରାଯାଇଛି |






More Stories
୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଜାରି……
ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ମୁହଁ ଖୋଲିଲେ ଡିଜିପି…..
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..