ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଡାଲି ଫିଙ୍ଗିଲେ ବିଜେପି ବିଧାୟକ । ଗୃହ ମଧ୍ୟଭାଗରେ ପ୍ରଥମେ ହୋହଲ୍ଲା ପରେ ବିଜେପି ସଦସ୍ୟ ମୋହନ ମାଝୀ ଓ ମୁକେଶ ମହାଲିଙ୍ଗ ବାଚସ୍ପତିଙ୍କ ପୋଡିୟମ ଉପରକୁ ଡ଼ାଲି ମାଡ଼ କରିଥିବାର ସୂଚନା ମଳିଛି । ଦୁଇ ବିଜେପି ବିଧାୟକ ପଲିଥିନରେ ଆଣିଥିବା ଡାଲି ଦେଖାଇ ପୋଡ଼ିୟମକୁ ଫିଙ୍ଗିଥିଲେ । ଏହାକୁ ନେଇ ୨ ବିଧାୟକଙ୍କୁ ବିଧାନସଭାରୁ ସସ୍ପେଣ୍ଡ କରାଯାଇଛି । ଚଳିତ ଅଧିବେଶନ ଶେଷ ପର୍ଯ୍ୟନ୍ତ ସସ୍ପେଣ୍ଡ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ଏହାସହିତ ଗୃହ ଶନିବାର ପର୍ଯ୍ୟନ୍ତ ମୁଲତବି ରଖିଲେ ବାଚସ୍ପତି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..