ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପାକିସ୍ତାନରେ ଆଜି ବଡ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ପ୍ରାୟ ୨୫ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭୦ରୁ ଅଧିକ ଗୁରୁତର ହୋଇଛନ୍ତି। ବାଲୋଚିସ୍ତାନ ମାସ୍ତୁଙ୍ଗ ଜିଲ୍ଲର ଏକ ମସଜିଦ୍ ନିକଟରେ ଏହି ବିସ୍ଫୋରଣ ଘଟିଥିବା ଜଣାପଡିଛି। ପର୍ବ ପାଳନ ପାଇଁ ଏକତ୍ରିତ ହୋଇଥିବା ବେଳେ ବିସ୍ଫୋରଣ ଘଟିଛି।
More Stories
ଆଜିଠୁ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬…..
ଏପ୍ରିଲ ୨୨ରେ କେଦାରନାଥ…..
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..