ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ୧ ନମ୍ବର ହାଟ ବନ୍ଦ ରହିଛି । ଗତକାଲିଠାରୁ ଆସନ୍ତା ମଙ୍ଗଳବାର ଯାଏଁ ୧ ନମ୍ବର ହାଟକୁ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନେଇଛି ଦୈନିକ ହାଟ ବ୍ୟବସାୟୀ ସଂଘ । ଦାବି ପୂରଣ ନହେବାରୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ବ୍ୟବସାୟୀ ସଂଘ। ହାଟ ପରିସରରେ ପାର୍କିଂ ସମସ୍ୟା, ଡ୍ରେନେଜ ବ୍ୟବସ୍ଥା, ପିଇବା ପାଣି ଓ ରାସ୍ତା ଜବର ଦଖଲଉଚ୍ଛେଦ ଭଳି ଦାବି କରିଥିଲା ରାଜଧାନୀ ଦୈନିକ ହାଟ ବ୍ୟବସାୟୀ ସଂଘ। ଏ ସସସ୍ତ ସମସ୍ୟାର ସମାଧାନ ନେଇ BMC ଅଫିସ ଘେରାଉ କରିଥିଲା ସଂଘ। ତେବେ ଏସବୁ ଦାବି ନେଇ କମିଶନରଙ୍କ ସହ ଆଲୋଚନା ବିଫଳ ପରେ ବଜାର ବନ୍ଦ ପାଇଁ ନିଷ୍ପତ୍ତି ନେଇଛି ବ୍ୟବସାୟୀ ସଂଘ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..