ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଧାନସଭାରେ ମୌସୁମୀ ଅଧିବେଶନରେ ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା | ଗୃହର ମଧ୍ୟଭାଗକୁ ଆସି ବିଜେପି ସଦସ୍ୟଙ୍କ ହୋହଲ୍ଲା ସହ ୨ ବିଧାୟକଙ୍କ ନିଲମ୍ବନକୁ ବିରୋଧ କରିଛନ୍ତି। ଏହାପରେ ବାଚସ୍ପତି ପ୍ରମିଳା ମଲ୍ଲିକ ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି।
More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..