ରିପୋର୍ଟ କାର୍ଡ/ ଭୁବନେଶ୍ୱର
ଲୋକସେବା ଭବନରେ ଅଗ୍ନିକାଣ୍ଡ ଘଟିଛି। ରାଜସ୍ୱ ବିଭାଗ କୋଠାର ପ୍ରଥମ ମହଲାରେ ନିଆଁ ଲାଗି ଯାଇଥିଲା। ଅଗ୍ନିଶମ କର୍ମଚାରୀ ତୁରନ୍ତ ନିଆଁକୁ ଆୟତ୍ତ କରିଥିଲେ । ଏସି ସର୍ଟ ସର୍କିଟରୁ ନିଆଁ ଲାଗି ଥିବା ନେଇ ସୂଚନା ମିଳିଛି। ଅଗ୍ନିକାଣ୍ଡରେ କୌଣସି କାଗଜପତ୍ର ନଷ୍ଟ ହୋଇ ନାହିଁ। ରାଜସ୍ୱ ବିଭାଗ ଅତିରିକ୍ତ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ପକ୍ଷରୁ ଏନେଇ ସୂଚନା ମିଳିଛି






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..