ରିପୋକାର୍ଡ/ ନୂଆଦିଲ୍ଲୀ
ଭୂକମ୍ପରେ ଥରିଲା ରାଜଧାନୀ ଦିଲ୍ଲୀ । ଆଜି ଅପରାହ୍ନ ରେ ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୬ ରେକର୍ଡ କରାଯାଇଛି। ନେପାଳ ଭୂକମ୍ପର କେନ୍ଦ୍ରସ୍ଥଳ ବୋଲି ସୂଚନା ମିଳିଛି। ଭୂକମ୍ପରେ କୌଣସି ଧନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ଭୟରେ ଲୋକେ ଘରୁ ବାହାରକୁ ପଳାଇ ଆସିଥିବା ଜଣା ପଡିଛି |






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….