ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କେନ୍ଦ୍ର ସରକାର ଉଜ୍ଜ୍ଵଳା ଯୋଜନା ହିତାଧିକାରୀଙ୍କ ପାଇଁ ସିଲିଣ୍ଡର ପିଛା ଏଲପିଜି ସବସିଡି ଶହେ ଟଙ୍କା ବୃଦ୍ଧି କରିଛନ୍ତି। ଆଜି ନୂଆଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ସିଂ ଠାକୁର କହିଛନ୍ତି | ଏକ ପ୍ରମୁଖ ନିଷ୍ପତ୍ତି ଅନୁଯାୟୀ କେନ୍ଦ୍ର କ୍ୟାବିନେଟ ଏଲପିଜି ସବସିଡି ବୃଦ୍ଧିକୁ ଅନୁମୋଦନ କରିଛନ୍ତି। ଏହାକୁ ୨୦୦ ଟଙ୍କାରୁ ସିଲିଣ୍ଡର ପିଛା ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….