ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚଳିତବର୍ଷ ଦୁର୍ଗାପୂଜା ପାଇଁ ଜାରିହେଲା ଗାଇଡଲାଇନ୍ସ | ରାଜଧାନୀ ଭୁବନେଶ୍ୱରରେ ଦୁର୍ଗାପୂଜାରେ ୧୮୩ ପୂଜା ମଣ୍ଡପ ହେଉଛି । ଏଥର ଦୁର୍ଗାପୂଜାରେ ରାତି ୧୨ଟା ପର୍ଯ୍ୟନ୍ତ ଚାଲିବ ମେଲୋଡି। ପୂର୍ବରୁ ରାତି ୧୦ଟା ଯାଏଁ ମେଲୋଡି ଅନୁଷ୍ଠିତ ହେଉଥିଲା । ୧୨ଟା ପର୍ଯ୍ୟନ୍ତ ମେଲୋଡ଼ି ଚାଲିବ । ଦୁର୍ଗାପୂଜା ଓ ଭସାଣୀ ପାଇଁ ପୋଲିସ-ପୂଜା କମିଟିର ମିଳିତ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..