ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନର୍ଗିସ ମହମ୍ମଦୀଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର। ଇରାନରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରର ବିରୋଧ ତଥା ସମସ୍ତଙ୍କ ପାଇଁ ମାନବିକ ଅଧିକାର ଓ ସ୍ୱାଧୀନତାର ପ୍ରଚାର ପାଇଁ କାମ କରିଥିବାରୁ ନର୍ଗିସ ମହମ୍ମଦୀଙ୍କୁ ୨୦୨୩ମସିହାରେ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରିବାକୁ ନରୱେ ନୋବେଲ କମିଟି ନିଷ୍ପତ୍ତି ନେଇଛି।
More Stories
ଇସ୍ତଫା ଦେଲେ ବିଟ୍ରିଶ ପ୍ରଧାନମନ୍ତ୍ରୀ…..
ଭାରତକୁ ପାକିସ୍ତାନର ଯୁଦ୍ଧ ଧମକ…..
ହଟିବନି ଟେଲିଗ୍ରାମ ବ୍ୟାନ…..