ରିପୋର୍ଟ କାର୍ଡ / ଭୁବନେଶ୍ବର
ଏସୀୟ ହକି ସ୍ବର୍ଣ୍ଣ ବିଜୟୀ ଭାରତୀୟ ଟିମ୍ର ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ରାଜ୍ୟ ସରକାର ପୁରସ୍କାର ଘୋଷଣା କରିଛନ୍ତି। ଅମିତଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖବର ଅନୁଯାୟୀ, ଏସିଆନ୍ ଗେମ୍ସ ୨୦୨୩ର ହକିରେ ସ୍ବର୍ଣ୍ଣ ପଦକ ଜିତିଛି ଭାରତ। ଫାଇନାଲରେ ଟିମ୍ ଇଣ୍ଡିଆ ଫାଇନାଲରେ ଗତଥରର ଏସିଆନ ଚାମ୍ପିୟନ ଜାପାନକୁ ୫-୧ରେ ହରାଇ ବିଜୟୀ ହୋଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..