ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ଡିଜିପି ଶରତ ମିଶ୍ରଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା | ଆଜି ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ । ସେ ଦୀର୍ଘଦିନ ଧରି ର’ ବା ରିସର୍ଚ୍ଚ ଏବଂ ଆନାଲିସିସ୍ ଓ୍ୱିଙ୍ଗ୍ ପାଇଁ କାମ କରିଥିଲେ । ଡିଜିପି ଭାବେ ବେଶ୍ ଦକ୍ଷତାର ସହ କାର୍ଯ୍ୟ କରିଥିଲେ । ସେ ୧୯୫୯ ବ୍ୟାଚ୍ର ଆଇପିଏସ୍ ଅଧିକାରୀ । ଓଡିଆ ସାହିତ୍ୟ ପାଇଁ ତାଙ୍କର ବେଶ୍ ଯୋଗଦାନ ଥିଲା ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..