ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱରସ୍ଥିତ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ସମ୍ମୁଖରେ ଉଡ଼ିଲା ଚିରାଫଟା ୫ ଶହ, ୨ ଶହ ଓ ଶହେ ଟଙ୍କିଆ ନୋଟ୍ । ରିଜର୍ଭ ବ୍ୟାଙ୍କକୁ ଚିରାଫଟା ନୋଟ୍ ବଦଳ ପାଇଁ ଆସିଥିବା ସାଧାରଣ ଲୋକେ ନିରାଶ ହୋଇ ଏଭଳି କରିଥିବା ଜଣାଯାଇଛି। ବ୍ୟାଙ୍କ କର୍ତ୍ତୃପକ୍ଷ ଉକ୍ତ ନୋଟ୍ ଗ୍ରହଣ କରିବାକୁ ମନା କରିବାକୁ ଅସନ୍ତୁଷ୍ଟ ଲୋକେ ଏପରି କରିଥିଥିଲେ। ବ୍ୟାଙ୍କକୁ ନୋଟ ବଦଳାଇବାକୁ ଯାଇଥିବା କ୍ତିଙ୍କ ଅଭିଯୋଗ ଅନୁଯାୟୀ, ଆଜି କିଛି ଗ୍ରାହକ ବ୍ୟାଙ୍କକୁ ନିଜ ପାଖରେ ଥିବା ଚିରାଫଟା ନୋଟ ବଦଳାଇବାକୁ ଯାଇ ଲାଇନ୍ରେ ଛିଡ଼ା ହୋଇଥିଲେ। ମାତ୍ର ବ୍ୟାଙ୍କ କର୍ତ୍ତୃପକ୍ଷ ଉକ୍ତ ନୋଟ୍କୁ ଗ୍ରହଣ ନ କରିବାରୁ ଏଭଳି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି।






More Stories
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……