ରିପୋର୍ଟ କାର୍ଡ / ମୟୂରଭଞ୍ଜ
ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ୍ ଦେଇ ୩୫ଟି ଗାଡ଼ି ଏବଂ ବାରିପଦା ଲୁଲୁଙ୍ଗ ପଟୁ ୨୫ଟି ଗାଡ଼ିକୁ ପ୍ରବେଶ ଅନୁମତି ରହିଛି। ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର ବନ୍ଦୋବସ୍ତ କରିଛନ୍ତି।
More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..