ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରୁ ଜବତ ହେଲା ବିପୁଳ ପରିମାଣରେ ଗଞ୍ଜେଇା ପ୍ରାୟ ୧ କ୍ୱିଣ୍ଟାଲ ୩୦ କେଜି ଗଞ୍ଜେଇ ଜବତ ହୋଇଛି। ଫୁଲବାଣୀରୁ କୋଲକାତା ଚାଲାଣ ବେଳେ ପୋଲିସ ଜବତ କରିଛି। ଏହାସହ ସମ୍ପୃକ୍ତ ଘଟଣାରେ ୨ଟି କାର୍ ସହ ୪ ଜଣଙ୍କୁ ସ୍ପେଶାଲ କ୍ରାଇମ୍ ୟୁନିଟ୍ ଗିରଫ କରିଛି। ଘଟଣାର ତଦନ୍ତ ଜାରି ରହିଛି।
More Stories
ଦେବାଶିଷଙ୍କ ପ୍ରାର୍ଥିପତ୍ର କାଏମ୍…..
ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ…..
ଆସୁଛି ବଡ଼ ବର୍ଷା: ଓଡ଼ିଶାରେ ୧୧ରୁ…..