ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ଏନେଇ ଆଇଏମ୍ଡିଙ୍କ ପକ୍ଷରୁ ସୂଚନା ମିଳିଛି। ୨୦ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଲଘୁଚାପ ସୃଷ୍ଟି ସମ୍ଭାବନା ପରେ ଏ ବର୍ଷ ପୂଜାକୁ ଲଘୁଚାପ ଭସାଇବା ନେଇ ଆଶଙ୍କା ବଢିଛି। ୨୦ରେ ଲଘୁଚାପ ସୃଷ୍ଟି ହେଉଥିବାରୁ ଦଶହରାରେ ପୂଜା ଭାସିବା ନେଇ ଆଶଙ୍କା କରାଯାଉଛି। ୨୦ ତାରିଖରେ ମହାଷଷ୍ଠୀ,୨୪ରେ ଦଶହରା ଓ ୨୫ରେ ଭସାଣ। ଲଘୁଚାପ ସମ୍ଭାବନା ପରେ ପୂଜା ଭିଜା ଭିଜା ନେଇ ଆଶଙ୍କା କରାଯାଉଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..