ଆମ ସହର ରାଜଧାନୀରୁ ନବବଧୂଙ୍କ ମୃତଦେହ ଉଦ୍ଧାର…… Report Card Bureau October 18, 2023 ରିପୋର୍ଟ କାର୍ଡ / ଭୁବନେଶ୍ୱରରାଜଧାନୀ ଭୁବନେଶ୍ୱରରୁ ସନ୍ଦେହଜନକ ଅବସ୍ଥାରେ ନବବଧୂଙ୍କ ମୃତଦେହ ଉଦ୍ଧାର ହୋଇଛିା ୟୁନିଟ ୯ ଭଗବତୀ ବସ୍ତିର ଘର ଭିତରୁ ମୃତଦେହ ଉଦ୍ଧାର ହୋଇଛି। ଏହା ହତ୍ୟା କି ଆତ୍ମହତ୍ୟା ତାହା ଅସ୍ପଷ୍ଟ ରହିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।Post navigationPrevious ସୁନ୍ଦରଗଡ଼ରେ ୧୧ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ…..Next ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ,୧୧ ମୃତ…..Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories ଅପରାଧ ଆମ ସହର ରାଜ୍ୟ ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ….. October 12, 2026 Report Card Bureau 1 min read ଆମ ସହର ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ…. October 2, 2026 Report Card Bureau ଅପରାଧ ଆମ ସହର ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !…. October 1, 2026 Report Card Bureau
More Stories
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….