ରିପୋର୍ଟ କାର୍ଡ / କଟକ
ବଢ଼ିଲା ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡୁଆ । ଆଜି ବିଧାୟକଙ୍କ ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ବାନ୍ଧବୀ ସୋମାଲିକା ଦାଶ। କଟକ ସବ ରେଜିଷ୍ଟ୍ରାର ଅଫିସରେ ସୋମାଲି ସୂଚନା ଦେଇଛି । କହିଛନ୍ତି ବିବାହ ମାମଲାକୁ ନେଇ ମୁଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି, ଏ ସଂପର୍କୀତ କପି ସବ୍ ରେଜିଷ୍ଟ୍ରାରଙ୍କ ଠାରେ ଦାଖଲ କରିଛି।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..