ରିପୋର୍ଟ କାର୍ଡ/ ଭୁବନେଶ୍ୱର
ସ୍ଥଗିତ ରହିଲା ବସ୍ ଧର୍ମଘଟ । ଆଜିଠୁ ରାଜ୍ୟରେ ପୁଣି ଚାଲିଛି ଘରୋଇ ବସ୍ । ଆସନ୍ତା ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଧର୍ମଘଟକୁ ସ୍ଥଗିତ ରଖିଛି ଘରୋଇ ବସ୍ ମାଲିକ ସଂଘ। ରାଜ୍ୟରେ ଘରୋଇ ବସ ଧର୍ମଘଟ ଆସନ୍ତା ୩୧ ପର୍ଯ୍ୟନ୍ତ ସ୍ଥଗିତ ରହିବା ନେଇ ସାମ୍ବାଦିକ ସମ୍ମିଳନୀ ଜରିଆରେ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଓ ପରିବହନ ମନ୍ତ୍ରୀଙ୍କ ଅପିଲ ପରେ ବସ ଧର୍ମଘଟ ସ୍ଥଗିତ ରଖାଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..