ରିପୋର୍ଟ କାର୍ଡ / କଟକ
ଓଡ଼ିଶା ପୋଲିସ ସବ୍-ଇନ୍ସପେକ୍ଟର ପରୀକ୍ଷା-୨୦୨୧ ଆସନ୍ତା ନଭେମ୍ବର ୨୬ ତାରିଖରେ ହେବ | ପରୀକ୍ଷାକୁ ରାଜ୍ୟର ସମସ୍ତ ଜିଲ୍ଲାରେ ଓଏମ୍ଆର୍ ପ୍ରଣାଳୀରେ କରିବା ପାଇଁ ଆପାତତଃ ସ୍ଥିର କରାଯାଇଛି | ଏନେଇ ଆଜି ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଜଣାଇଛି ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ। ପରୀକ୍ଷା ନିମନ୍ତେ ପୂର୍ବରୁ ଆବେଦନ କରିଥିବା ସମସ୍ତ ପ୍ରାର୍ଥୀମାନଙ୍କୁ ଏ ସଂକ୍ରାନ୍ତରେ ବିସ୍ତୃତ ତଥା ନିଶ୍ଚିତ ତାରିଖ ସେମାନଙ୍କ ପଞ୍ଜିକୃତ ଇ-ମେଲ୍ ମାଧ୍ୟମରେ ଖୁବ୍ଶୀଘ୍ର ଜଣାଇ ଦିଆଯିବ।






More Stories
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….