ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମିଆଁମାରରେ ଆଜି ସକାଳେ ଭୂକମ୍ପ ଝଟକା ଅନୁଭବ ହୋଇଛି। ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଭୋର ପ୍ରାୟ ୪ଟା ୫୩ରେ ଏହି ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୫ ରେକର୍ଡ କରାଯାଇଛି। ଏଥିରେ କୌଣସି ଧନଜୀବନ କ୍ଷତି ହୋଇଥିବା ନେଇ ସୂଚନା ଏଯାଏଁ ମିଳି ନାହିଁ।
More Stories
ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ନାଁ….
ଜେଲରୁ ମୁକୁଳିଛନ୍ତି ଆପ୍ ନେତା ସତ୍ୟେନ୍ଦ୍ର ଜୈନ….
ସ୍ପା ନାଁରେ ଚାଲିଥିଲା ସେକ୍ସ ରାକେଟ୍…..