Report Card Odisha

| Daily Odia News

ସ୍ବରୂପ ନାୟକଙ୍କ ଶେଷକୃତ୍ୟ ସଂପନ୍ନ…..

ରିପୋର୍ଟ କାର୍ଡ / କଟକ

ପଞ୍ଚଭୂତରେ ଲୀନ ହେଲେ ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକ। କଟକ ସତୀଚଉରାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି। ବଡ଼ ଝିଅ ନିବୃତ୍ତି ନାୟକ ମୁଖାଗ୍ନି ଦେଇଛନ୍ତି। ପୂର୍ବରୁ ତାଙ୍କୁ ଏକ ଶୋଭାଯାତ୍ରାରେ ସତୀଚଉରାକୁ ଅଣାଯାଇଥିଲା। ସତୀଚଉରାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

Breaking News