ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍ ଧକ୍କାରେ ରେ ବଡଧରଣର ରେଳ ଦୁର୍ଘଟଣା ହୋଇଥିଲା | ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ ମରାମତି ସରିବା ପରେ ଟ୍ରେନ୍ ଗଡିଥିବା ଜଣାପଡିଛି । ଅପ୍ ଲାଇନ୍ରେ ଟ୍ରାଏଲ୍ ରନ୍ ପରେ ଚାଲିଲା ଏକ୍ସପ୍ରେସ ଟ୍ରେନ୍। ମରାମତି ପରେ ଅର୍ଥାତ ଅପରାହ୍ନ ୨ଟା ୩୬ ମିନିଟ୍ରେ ଚାଲିଲା ପ୍ରଶାନ୍ତି ଏକ୍ସପ୍ରେସ୍। ଏକ୍ସପ୍ରେସ ଟ୍ରେନ ଚାଲିବା ନେଇ ରେଲୱେ ସୂଚନା ଦେଇଛି | ଦୁର୍ଘଟଣା ପରେ ଯୁଦ୍ଧକାଳୀନ ଭିତିରେ ଉଦ୍ଧାର ଓ ମରାମତି କାମ ଚାଲିଛି। ଟ୍ରାକ୍ ଉପରେ ପଡ଼ିଥିବା ବଗି ଗୁଡ଼ିକୁ ହଟା ଯାଉଛି। ଏଥିସହ ଟ୍ରାକ୍ ମରାମତି ଓ ବଦ୍ୟୁତ୍ କନେକସନ୍ ଦିଆଯାଉଛି। ମରାମତି କାମରେ ୯୦୦ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଅପରାହ୍ଣ ଅପରାହ୍ନ ୨ଟା ୩୬ ୪ଟାରେ ଟ୍ରାକ୍ ମରାମତି କାମ ସରିଲା। ଟ୍ରାକ୍ ମରାମତି ପରେ ପ୍ରଥମେ ଟ୍ରାଏଲ୍ ହେଲା। ତା’ପରେ ପ୍ରଶାନ୍ତି ଏକ୍ସପ୍ରେସ ଯାଇଛି।






More Stories
ନଦୀରେ ଓଲଟିଲା ଡଙ୍ଗା…..
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..