ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ‘ପ୍ରବର୍ତ୍ତନ ନିର୍ଦେଶାଳୟ’ରେ ହାଜର ହେବେନାହିଁ | କେଜ୍ରିୱାଲ୍ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗୱନ୍ତ୍ ମାନ୍ଙ୍କ ସହିତ ନିର୍ବାଚନ ହେବାକୁ ଥିବା ମଧ୍ୟପ୍ରଦେଶ ରାଜ୍ୟକୁ ଯାଇ ‘ରୋଡ୍ସୋ’ କରିବେ ବୋଲି ଜାତୀୟ ଗଣମାଧ୍ୟମରୁ ରିପୋର୍ଟ ମିଳିଛି |
More Stories
୧୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ…..
ସିରିଆ ଉପରେ ଆମେରିକାର ଆକ୍ରମଣ:ଆତଙ୍କବାଦୀଙ୍କ ମୃତ୍ୟୁ……
ଏକାଠି ଚା ପିଇଲେ ଶାସକ-ବିରୋଧୀ…..