ରିପୋର୍ଟ କାର୍ଡ / ଭୁବନେଶ୍ଵର
ନିର୍ଵାଚନ ପୂର୍ବରୁ ବିଜୁ ଜନତା ଦଳ ଦୁଇ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ଘୋଷଣା କରିଛି। କେନ୍ଦ୍ରପଡ଼ା ଏବଂ ଭଦ୍ରକ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି ହୋଇଥିବା ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏନେଇ ଆଜି ଦଳ ପକ୍ଷରୁ ପ୍ରେସ୍ ରିଲିଜ୍ ଜରିଆରେ ସୂଚନା ଦିଆଯାଇଛି । କେନ୍ଦ୍ରପଡ଼ା ଜିଲ୍ଲା ପାଇଁ ପ୍ରତାପ ଜେନାଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ଭଦ୍ରକ ପାଇଁ ସଞ୍ଜୟ ଦାସ ବର୍ମାଙ୍କୁ ନିଯୁକ୍ତ ଦିଆଯାଇଛି । ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..