Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଞ୍ଜିନିୟର…..

ରିପୋର୍ଟ କାର୍ଡ / କଟକ

ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ଗ୍ରାମ୍ୟ ଉନ୍ନୟନ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର । କଟକ ଜିଲ୍ଲା ସାଲେପୁର ସବ୍ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର ଅର୍ଜୁନ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରୁଛି | ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଉଥିବା ନେଇ ଜଣାପଡିଛି । ଏକାକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଜାରି ରଖିଛି । ଭିଜିଲାନ୍ସ ବିଭାଗର ୮ ଜଣ ଡିଏସପିଙ୍କ ନେତୃତ୍ବରେ ୮ ଜଣ ଇନ୍ସପେକ୍ଟର, ୭ ଜଣ ଏଏସଆଇ ଚଢ଼ାଉରେ ସାମିଲ ଅଛନ୍ତି ।

Breaking News