ରିପୋର୍ଟ କାର୍ଡ / ଭୁବନେଶ୍ୱର
୨ ହଜାର ଟଙ୍କିଆ ନୋଟ୍ ପୋଷ୍ଟ ଅଫିସରେ ବଦଳାଇପାରିବେ। ବିଶେଷ କରି ବ୍ୟକ୍ତିଗତ ଭାବେ ଆଞ୍ଚଳିକ କାର୍ଯ୍ୟାଳୟକୁ ଯାଇପାରୁନଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଏହି ବିକଳ୍ପ ବେଶ ଏବେ ଲାଭଦାୟକ ହେବ ବୋଲି ଆଶା ରଖିଛି ଆରବିଆଇ । ୨ ହଜାର ଟଙ୍କିଆ ନୋଟକୁ ବ୍ୟାଙ୍କ ଖାତାରେ ଜମା କରିବା ପାଇଁ ଆରବିଆଇ ଟ୍ରିପଲ ଲକ୍ ରିସେପଟେକେଲ ବା ଟିଏଲଆର ଫର୍ମ ମଧ୍ୟ ପ୍ରଦାନ କରୁଛି । ନିରବଚ୍ଛିନ୍ନ ଏବଂ ସୁରକ୍ଷିତ କ୍ରେଡିଟ୍ ପାଇଁ ଆରବିଆଇକୁ ସେମାନଙ୍କର ୨,୦୦୦ ଟଙ୍କିଆ ନୋଟ୍ ପଠାଇବା ପାଇଁ ବୀମାକୃତ ପୋଷ୍ଟ ସେବାର ଉପଯୋଗ କରିବାକୁ ଆରବିଆଇ ପ୍ରୟାସ କିରିଛି ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..