ରିପୋର୍ଟ କାର୍ଡ / ଜଗତସିଂହପୁର
ଜଗତସିଂହପୁର ତିର୍ତ୍ତୋଲରେ ଥାନା ଅଞ୍ଚଳରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସାଇଲୋ ପଞ୍ଚାୟତ ଭିତରଣାରେ ୨ ଜଣଙ୍କୁ କୁରାଢିରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତରଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉକ୍ତ ଗାଁର ଜଣେ ଯୁବକ ଦୁହିଁଙ୍କୁ କୁରାଢିରେ ହାଣିଛି। ଆକ୍ରମଣକାରୀ ଯୁବକ ନାଁରେ ପୂର୍ବରୁ ଅପରାଧିକ ମାମଲା ରହିଛି। କେଉଁ କାରଣ ପାଇଁ ଅଭିଯୁକ୍ତ ଏହି ହତ୍ୟା କରିଛି ତାହା ଅସ୍ପଷ୍ଟ ରହିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି।






More Stories
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……