Report Card Odisha

| Daily Odia News

ମହୁଆ ମୋଇତ୍ରାଙ୍କ ମାମଲାର ହେବ ସିବିଆଇ ତଦନ୍ତ……

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଲାଞ୍ଚ ନେଇ ପ୍ରଶ୍ନ ପଚାରିବା ମାମଲାରେ ତୃଣମୂଳ ସାଂସଦ ମହୁଆ ମୋଇତ୍ରାଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଦୁର୍ନୀତି ନିବାରଣ ପ୍ୟାନେଲ ଏହି ମାମଲାରେ ଏବେ ସିବିଆଇ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛି । ବିଜେପି ସାଂସଦ ନିଶିକାନ୍ତ ଦୁବେ ଏହି ଦାବି କରିଛନ୍ତି। ସେ ସୋଶାଲ ମିଡିଆରେ ଏନେଇ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ସୋଶାଲ ମିଡିଆ ପୋଷ୍ଟ ‘X’ରେ ସେ ଲେଖିଛନ୍ତି, ‘ମୋର ଅଭିଯୋଗ ପରେ ଲୋକପାଳ ମହୁଆ ମୋଇତ୍ରାଙ୍କ ବିରୋଧରେ ଆସିଥିବା ଦୁର୍ନୀତି ସମ୍ପର୍କୀ ସିବିଆଇ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।’

Breaking News