ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତେଲୁଗୁ ସିନେମାର ଲୋକପ୍ରିୟ ଅଭିନେତା ଚନ୍ଦ୍ର ମୋହନଙ୍କର ପରଲୋକ ଘଟିଛି। ଆଜି ହାଇଦରାବାଦର ଏକ ହସ୍ପିଟାଲରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ୮୨ ବର୍ଷୀୟ ଚନ୍ଦ୍ରମୋହନଙ୍କର ହୃଦଘାତରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ହୃଦୟଜନିତ ସମସ୍ୟା କାରଣରୁ ଚନ୍ଦ୍ରମୋହନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୋମବାର ହାଇଦରାବାଦରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ଚନ୍ଦ୍ରମୋହନଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ଶୋକର ଛାୟା ଖେଳିଯାଇଛି।






More Stories
ଅଖିଳେଶଙ୍କୁ ଭାଜପା ନେତାଙ୍କ ଚେତାବନୀ…..
ମୁଖ୍ୟମନ୍ତ୍ରୀ ପଦ ହରାଇଲେ ମମତା…..
ହାଇକୋର୍ଟ ଯିବେ ବିଜୟ!୧୧୮ ବିଧାୟକଙ୍କୁ ଆଣ……